peoplepill id: nilamani-pradhan
Indian politician from Odisha
Nilamani Pradhan
The basics
Quick Facts
The details (from wikipedia)
Biography
ନୀଳମଣି ପ୍ରଧାନ (ମୃତ୍ୟୁ: ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
ନୀଳମଣି ପ୍ରଧାନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ନୀଳମଣି ପ୍ରଧାନ ୧୯୫୮ ମସିହାରେ ମୃତ୍ୟୁବରଣ କରିଥିଲେ । ୯ ଡିସେମ୍ବର ୧୯୫୮ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Nilamani Pradhan is in following lists
By field of work
By work and/or country
comments so far.
Comments
Credits
References and sources
Nilamani Pradhan