peoplepill id: pada-naik
PN
India
4 views today
4 views this week
Pada Naik
Indian politician

Pada Naik

The basics

Quick Facts

Intro
Indian politician
Places
Work field
Gender
Male
Religion(s):
Age
67 years
Positions
Member of the Third Odisha Legislative Assembly
(1961-1967)
The details (from wikipedia)

Biography

ପଦ ନାଏକ (୨୪ ଜାନୁଆରୀ ୧୯୨୪ - ୩ ନଭେମ୍ବର ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ପଦ ନାଏକ ୧୯୨୪ ମସିହାର ଜାନୁଆରୀ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଚ୍ଛବ ନାଏକ ଓ ପତ୍ନୀଙ୍କ ନାମ ଯମୁନା ଦେଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।

ରାଜନୈତିକ ଜୀବନ

ପଦ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ପଦ ନାଏକ ୧୯୯୧ ମସିହାର ନଭେମ୍ବର ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Pada Naik is in following lists
comments so far.
Comments
From our partners
Sponsored
Credits
References and sources
Pada Naik
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes