peoplepill id: pranab-prakash-das
Politician from Odisha, India
Pranab Prakash Das
The basics
Quick Facts
Intro
Politician from Odisha, India
Places
Work field
Gender
Male
Star sign
Age
52 years
Politics:
The details (from wikipedia)
Biography
ପ୍ରଣବ ପ୍ରକାଶ ଦାସ (ଜନ୍ମ: ୧୮ ଜୁନ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ଏବଂ ପୂର୍ବରୁ ଜଣେ ମନ୍ତ୍ରୀ ଭାବରେ ୨୦୧୪ ମସିହାରୁ ୨୦୧୭ ମସିହାଯାଏଁ କାର୍ଯ୍ୟ କରୁଥିଲେ । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ପ୍ରଣବ ପ୍ରକାଶ ଦାସ ୧୯୭୨ ମସିହାର ଜୁନ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଶୋକ ଦାସ । ପ୍ରଣବଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ।
ରାଜନୈତିକ ଜୀବନ
ପ୍ରଣବ ପ୍ରକାଶ ଦାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ପୂର୍ବରୁ ସେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ ।
ଆଧାର
The contents of this page are sourced from Wikipedia article.
The contents are available under the CC BY-SA 4.0 license.
Lists
Pranab Prakash Das is in following lists
By work and/or country
comments so far.
Comments
Credits
References and sources
Pranab Prakash Das