peoplepill id: purna-chandra-bhanjadeo
PCB
India
1 views today
4 views this week
Purna Chandra Bhanjadeo
Indian politician

Purna Chandra Bhanjadeo

The basics

Quick Facts

Intro
Indian politician
A.K.A.
Purnachandra Bhanjadeo
Places
Work field
Gender
Male
Religion(s):
Positions
Member of the Second Odisha Legislative Assembly
(1960-1961)
Member of the 3rd Lok Sabha
(1962-1967)
The details (from wikipedia)

Biography

ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ (ମୃତ୍ୟୁ: ୧୯ ଜୁନ ୨୦୦୬) ଦଶପଲ୍ଲାର ପୂର୍ବତନ ରାଜା ଥିଲେ ଏବଂ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବଂ ଲୋକ ସଭାରେ ସାଂସଦ ଭାବରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ୧୯୬୦ ମସିହାରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପନିର୍ବାଚନରେ ସେ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୬୨ ଭାରତୀୟ ସାଧାରଣ ନିର୍ବାଚନରେ ୩ୟ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓଙ୍କ ବାପାଙ୍କ ନାମ କିଶୋର ଚନ୍ଦ୍ର ଦେଓ ଭଞ୍ଜ ଓଡ଼ିଶା ବିଧାନ ସଭା ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ କମଳା ଦେବୀ । ସେ ଦଶପଲ୍ଲାର ରାଜା ଥିଲେ ।

ରାଜନୈତିକ ଜୀବନ

ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ ଲେଖାଏଁ କାର୍ଯ୍ୟ କରିଥଲେ ।

ମୃତ୍ୟୁ

ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ ୨୦୦୬ ମସିହାର ଜୁନ ମାସ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Purna Chandra Bhanjadeo is in following lists
comments so far.
Comments
From our partners
Sponsored
Credits
References and sources
Purna Chandra Bhanjadeo
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes