peoplepill id: rangaballabh-amat
RA
India
1 views today
1 views this week
Rangaballabh Amat
Indian politician

Rangaballabh Amat

The basics

Quick Facts

The details (from wikipedia)

Biography

ରଙ୍ଗବଲ୍ଲଭ ଅମାତ (୮ ନଭେମ୍ବର ୧୯୧୬ - ୧୭ ଡିସେମ୍ବର ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ରଙ୍ଗବଲ୍ଲଭ ଅମାତ ୧୯୧୬ ମସିହାର ନଭେମ୍ବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଦନ ମୋହନ ଅମାତ ଓ ପତ୍ନୀଙ୍କ ନାମ ଆଶାବତୀ ଅମାତ ।

ରାଜନୈତିକ ଜୀବନ

ରଙ୍ଗବଲ୍ଲଭ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ରଙ୍ଗବଲ୍ଲଭ ଅମାତ ୨୦୦୩ ମସିହାରେ ଡିସେମ୍ବର ୧୭ରେ ୮୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Rangaballabh Amat is in following lists
comments so far.
Comments
From our partners
Sponsored
Credits
References and sources
Rangaballabh Amat
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes