peoplepill id: sanatan-deo
SD
India
1 views today
1 views this week
Sanatan Deo
Politician from Odisha, India

Sanatan Deo

The basics

Quick Facts

The details (from wikipedia)

Biography

ସନାତନ ଦେଓ (୨୦ ଜୁନ ୧୯୩୬ - ୧୨ ନଭେମ୍ବର ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସନାତନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ସନାତନ ଦେଓ ୧୯୩୬ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନବଘନ ଦେଓ ଏବଂ ପତ୍ନୀଙ୍କ ନାମ ଲକ୍ଷ୍ମୀ ଦେଓ । ସନାତନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଇତିହାସରେ ସ୍ନାତକୋତ୍ତର ।

ରାଜନୈତିକ ଜୀବନ

ସନାତନ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ୨ଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ସନାତନ ୧୯୮୦ ମସିହାର ନଭେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୪୪ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Sanatan Deo is in following lists
comments so far.
Comments
From our partners
Sponsored
Credits
References and sources
Sanatan Deo
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes