peoplepill id: sanyasi-charan-pidika
SCP
India
6 views today
7 views this week
Sanyasi Charan Pidika
Politician from Odisha, India

Sanyasi Charan Pidika

The basics

Quick Facts

Intro
Politician from Odisha, India
Places
Work field
Gender
Male
Age
62 years
The details (from wikipedia)

Biography

ସନ୍ୟାସୀ ଚରଣ ପିଦିକା (୫ ମଇ ୧୯୩୩ - ୫ ମାର୍ଚ୍ଚ ୧୯୯୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ସ୍ୱାଧୀନ ଭାରତରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ସନ୍ୟାସୀ ଚରଣ ପିଦିକା ୧୯୩୩ ମସିହାର ମାର୍ଚ୍ଚ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୁଞ୍ଜୁରୀ ବିଶି ମାଝୀ ପିଦିକା ଓ ପତ୍ନୀଙ୍କ ନାମ ଅମି ପିଦିକା

ରାଜନୈତିକ ଜୀବନ

ସନ୍ୟାସୀ ଚରଣ ପିଦିକା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ସନ୍ୟାସୀ ଚରଣ ପିଦିକା ୧୯୯୬ ମସିହାର ମାର୍ଚ୍ଚ ୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Sanyasi Charan Pidika is in following lists
comments so far.
Comments
From our partners
Sponsored
Credits
References and sources
Sanyasi Charan Pidika
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes