![](https://pplstatic.nyc3.cdn.digitaloceanspaces.com/static/images/dummy-gradient.jpg)
Quick Facts
Biography
ସୁରେନ୍ଦ୍ରନାଥ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଗଠିତ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ସ୍ୱାଧୀନା ପୂର୍ବରୁ ୧୯୪୬ ମସିହାରେ କେନ୍ଦ୍ରୀୟ ବାଲେଶ୍ୱର ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ଏବଂ ସ୍ୱାଧୀନତା ପରେ ୧୯୫୨ ମସିହାରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
ସୁରେନ୍ଦ୍ରନାଥ ଦାସ ଭାରତ ସ୍ୱାଧୀନ ହେବା ଆଗରୁ ଏବଂ ସ୍ୱାଧୀନତା ପରେ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ସ୍ୱାଧୀନତା ଆଗରୁ ୧୯୪୬ ମସିହାରେ ସୁରେନ୍ଦ୍ରନାଥ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ କେନ୍ଦ୍ରୀୟ ବାଲେଶ୍ୱର ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଏହାପରେ ସ୍ୱାଧୀନ ଭାରତରେ ସେ ୧୯୫୨ ମସିହାରେ ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୃତ୍ୟୁ
ସୁରେନ୍ଦ୍ରନାଥ ଦାସ ୧୯୭୨ ମସିହାରେ ମୃତ୍ୟୁବରଣ କରିଥିଲେ ।