peoplepill id: banka-behari-das
BBD
India
1 views today
1 views this week
Banka Behari Das
Politician from Odisha, India

Banka Behari Das

The basics

Quick Facts

Intro
Politician from Odisha, India
From
Work field
Gender
Male
Age
79 years
The details (from wikipedia)

Biography

ବାଙ୍କ ବିହାରୀ ଦାସ (୧ ଜାନୁଆରୀ ୧୯୯୨ - ୨୮ ଜୁଲାଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଙ୍କ ବିହାରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ବାଙ୍କ ବିହାରୀ ବିଞ୍ଜାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ବାଙ୍କ ବିହାରୀ ଦାସ ୧୯୨୨ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ଦାସ ଏବଂ ତାଙ୍କ ପତ୍ନୀଙ୍କ ନାମ ସୁଧାମଞ୍ଜରୀ ଦାସ । ବାଙ୍କ ବିହାରୀଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ସ୍ନାତକରୁ କମ୍ ।

ରାଜନୈତିକ ଜୀବନ

ବାଙ୍କ ବିହାରୀ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ବାଙ୍କ ବିହାରୀ ୨୦୦୧ ମସିହାର ଜୁଲାଇ ମାସ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.
Lists
Banka Behari Das is in following lists
comments so far.
Comments
From our partners
Sponsored
Reference sources
References
Banka Behari Das
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes