peoplepill id: kamalakanta-lenka
KL
India
1 views today
1 views this week
Kamalakanta Lenka
Odia language poet

Kamalakanta Lenka

The basics

Quick Facts

Intro
Odia language poet
From
Gender
Male
Place of birth
Bhadrak district
Age
88 years
The details (from wikipedia)

Biography

କମଳାକାନ୍ତ ଲେଙ୍କା (୧୯ ନଭେମ୍ବର ୧୯୩୫- ୧୯୯୯) ଓଡ଼ିଶାର ଜଣେ ଅଧ୍ୟାପକ ଓ କବି ।ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବିଶ୍ଵଭାରତୀ ବିଶ୍ଵବିଦ୍ୟାଳୟରୁ ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ ।

ରଚନାବଳୀ

କବିତା ସଙ୍କଳନ

  • ଅନ୍ତତଃ ନିଶ୍ଚୂପ (୧୯୭୬)
  • କବିତାର ମୁହଁ (୧୯୭୪)
  • ସ୍ମରଣ ବିସ୍ମରଣ (୧୯୭୩)
  • ଉତ୍ତରଣ (୧୯୬୭)
  • ପ୍ରୀତି ଓ ପ୍ରତୀତି (୧୯୬୩)
  • ସୁନା ଫସଲ (୧୯୫୮)
  • ସ୍ରୋତର ନାମ ଋତ
  • ଅନ୍ତତଃ ନିଶ୍ଚିତ
  • ନିତ୍ୟ ନିୟମିତ
  • ନିଜ ସହ ଗୋଟେ ସାକ୍ଷାତକାର
  • ଖସିବାର ବେଳ
  • ଗୀତ ଗାଆନାରେ ପକ୍ଷୀ
  • କମଳାକାନ୍ତଙ୍କ ଶ୍ରେଷ୍ଠ କବିତା
  • ପାଦେ ଆଗକୁ
  • ଦୁଃଖ ସହ କଥାବାର୍ତ୍ତା
  • କବିର ଡାଏରୀ
  • ଚିରାୟତ

ସମ୍ମାନ ଓ ପୁରସ୍କାର

  • ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୮୦ (ସ୍ରୋତର ନାମ ଋତ)
  • ବିଷୁବ ମିଳନ ପୁରସ୍କାର, ୧୯୭୯

    ଟୀକା

    The contents of this page are sourced from Wikipedia article. The contents are available under the CC BY-SA 4.0 license.
    Lists
    Kamalakanta Lenka is in following lists
    comments so far.
    Comments
    From our partners
    Sponsored
    Kamalakanta Lenka
    arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes