peoplepill id: minakshi-mahanta
MM
India
1 views today
2 views this week
Minakshi Mahanta
Politician from Odisha, India

Minakshi Mahanta

The basics

Quick Facts

Intro
Politician from Odisha, India
From
Work field
Gender
Female
Star sign
Age
40 years
The details (from wikipedia)

Biography

ମିନାକ୍ଷୀ ମହନ୍ତ (ଜନ୍ମ: ୨୬ ନଭେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ମିନାକ୍ଷୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ମିନାକ୍ଷୀ ମହନ୍ତ ୧୯୮୩ ମସିହାର ନଭେମ୍ବର ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁଶୀଲ କୁମାର ମହନ୍ତ ଏବଂ ପତିଙ୍କ ନାମ ଭକ୍ତବନ୍ଧୁ ମହନ୍ତ । ମିନାକ୍ଷୀଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ଇଣ୍ଟରମିଡିଅଟ୍ ।

ରାଜନୈତିକ ଜୀବନ

ମିନାକ୍ଷୀ ମହନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମିନାକ୍ଷୀ ମହନ୍ତ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।

ଆଧାର

The contents of this page are sourced from Wikipedia article on 01 Mar 2020. The contents are available under the CC BY-SA 4.0 license.
Lists
Minakshi Mahanta is in following lists
comments so far.
Comments
From our partners
Sponsored
Reference sources
References
Minakshi Mahanta
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes