peoplepill id: sanatan-deo
SD
India
1 views today
1 views this week
Sanatan Deo
Politician from Odisha, India

Sanatan Deo

The basics

Quick Facts

Intro
Politician from Odisha, India
From
Work field
Gender
Male
Star sign
GeminiGemini
Death
12 November 1980 (aged 44 years)
Age
44 years
The details (from wikipedia)

Biography

ସନାତନ ଦେଓ (୨୦ ଜୁନ ୧୯୩୬ - ୧୨ ନଭେମ୍ବର ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସନାତନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ସନାତନ ଦେଓ ୧୯୩୬ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନବଘନ ଦେଓ ଏବଂ ପତ୍ନୀଙ୍କ ନାମ ଲକ୍ଷ୍ମୀ ଦେଓ । ସନାତନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଇତିହାସରେ ସ୍ନାତକୋତ୍ତର ।

ରାଜନୈତିକ ଜୀବନ

ସନାତନ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ୨ଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ସନାତନ ୧୯୮୦ ମସିହାର ନଭେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୪୪ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.
Lists
Sanatan Deo is in following lists
comments so far.
Comments
From our partners
Sponsored
Reference sources
References
Sanatan Deo
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes