peoplepill id: sundar-mohan-majhi
SMM
India
1 views today
2 views this week
Sundar Mohan Majhi
Politician from Odisha, India

Sundar Mohan Majhi

The basics

Quick Facts

Intro
Politician from Odisha, India
From
Work field
Gender
Male
Star sign
Age
81 years
The details (from wikipedia)

Biography

ସୁନ୍ଦର ମୋହନ ମାଝି (ଜନ୍ମ: ୧ ଜୁଲାଇ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ସୁନ୍ଦର ମୋହନ ମାଝି ୧୯୪୨ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାମୋହନ ଟୁଡୁ ଏବଂ ତାଙ୍କ ପତ୍ନୀଙ୍କ ନାମ ଯମୁନା ଟୁଡୁ । ସୁନ୍ଦର ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।

ରାଜନୈତିକ ଜୀବନ

ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.
Lists
Sundar Mohan Majhi is in following lists
comments so far.
Comments
From our partners
Sponsored
Reference sources
References
Sundar Mohan Majhi
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes